ଆଜିର ରାଶିଫଳ; 23 Decembar 2021 ଗୁରୁବାର : କେମିତି କଟିବ ଆଜିର ଦିନ

ମେଷ

ଆପଣଙ୍କ ମାନସିକ ଅବସ୍ଥାରେ କିଛି ପରିବର୍ତ୍ତନ ହେବ ଏବଂ ଦିନତମାମ ଆପଣଙ୍କ ଏକାଗ୍ରତାର ଆଘାତ ସୃଷ୍ଟି ହେବ । କାହାରି ଉପରେ ଅଯ଼ଥାରେ ବିରକ୍ତି ଭାବ ପ୍ରକାଶ କରନ୍ତୁ ନାହିଁ ଏବଂ ନିଜେ ମଧ୍ୟ ମାନସିକ ଭାରସାମ୍ୟ ହରାନ୍ତୁ ନାହିଁ ।

ବୃଷ

ଅଯଥା ଭୟଯୋଗୁଁ ନିଜର ମାନସିକ ଅବସ୍ଥାକୁ ବିବ୍ରତ କରନ୍ତୁ ନାହିଁ । ବିନା କାରଣରେ ଭୟଭୀତ ହୁଅନ୍ତୁ ନାହିଁ । ଦୁଃଶ୍ଚିନ୍ତାକୁ ଆପଣେଇବା ଦରକାର ନାହିଁ, ଯୋଉଁଥିପାଇଁ ଆପଣ ଏତେ ଚିନ୍ତାଗ୍ରସ୍ତ ,ତାହା ଭିତ୍ତିହୀନ ।

ମିଥୁନ

ଭବିଷ୍ୟତର ଯୋଜନା କରିବା ପାଇଁ ଏହି ସମୟ ଉପଯୁକ୍ତ । ଆପଣଙ୍କ ମଧ୍ୟରୁ ଯେଉଁ ଲୋକମାନେ ଖରାପ ପରିସ୍ଥିତିର ସାମ୍ନାକରୁଛନ୍ତି, ସେମାନେ ନିଜର ରଣନୀତିରେ ପରିବର୍ତ୍ତନ ଆଣିବା ଉଚ଼ିତ୍ । ଏହା ଦ୍ୱାରା ଆପଣ ସହଜରେ ଲକ୍ଷ ପ୍ରାପ୍ତି କରିପାରିବେ ।

କର୍କଟ

ଆଜି ଆପଣ ନିଜକୁ ପ୍ରସ୍ତୁତ କରିବାର ଦିନ । ନିଜର ବିଲଗୁଡିକୁ ଅଲଗା କରନ୍ତୁ । ଆଲମୀରାଗୁଡ଼ିକୁ ସଫା କରନ୍ତୁ ଏବଂ ନିଜ ପାଇଁ ଗୋଟିଏ ବନେଟ୍ ନିର୍ଦ୍ଧାରଣ କରନ୍ତୁ ।

ସିଂହ

ଏବେ ଆପଣଙ୍କର ପ୍ରସ୍ତୁତ ହେବାର ମସୟ ଆସିଛି । ଆଜି ଆପଣ ଜୀବନର ସବୁଠାରୁ କଷ୍ଟ କ୍ଷେତ୍ରକୁ ବାଛିବେ ,ଯଦିଓ ତାହା ଅର୍ଥ ସମ୍ବଦ୍ଧୀୟ ହୋଇଥାଏ, ଘର କିମ୍ବା କାର୍ଯ୍ୟ ସମ୍ବଦ୍ଧୀୟ ହୋଇଥାଏ ଏବଂ ତାହା ଉପରେ କାର୍ଯ୍ୟ କରିବା ଆରମ୍ଭ କରନ୍ତୁ ।

କନ୍ୟା

ଆପଣଙ୍କୁ ହଠାତ୍ ଏକ ହଜିଯାଇଥିବା ବସ୍ତୁ ମିଳିଯିବ । ଏହା କୌଣସି ଉପହାର, କୌଣସି ମୂଲ୍ୟବାନ ବସ୍ତୁ କିମ୍ବା କୌଣସୀ ମହତ୍ତ୍ୱପୂର୍ଣ୍ଣ ଦଲିଲ୍ ହୋଇପାରେ ।

ତୁଳା

ଆଜି ଆପଣ ନିଜର ମୂଲ୍ୟବାନ ଜିନିଷକୁ ସାଇତି ରଖନ୍ତୁ । ନଚ଼େତ୍ ତାହା ହଜିଯିବାର ସମ୍ଭାବନା ଅଛି । ଆଦୌ ଚ଼ିନ୍ତା କରନ୍ତୁ ନାହିଁ । କେବଳ ସତର୍କତା ଅବଲମ୍ବନ କରନ୍ତୁ ।

ବିଛା

ବହୁ ଦିନର ହଜିଯାଇଥିବା ଏକ ବସ୍ତୁ ମିଳିଯିବା ପରେ ଆପଣ ଖୁସି ଅନୁଭବ କରିବେ । ଏବେ ସମୟ ଆପଣଙ୍କ ପାଇଁ ଅନୁକୂଳ । ସେଥିପାଇଁ ଛୋଟ ଛୋଟ କଥା ବି ଆପଣଙ୍କୁ ଖୁସି ଆଣିଦେବ ।

ଧନୁ

ନିଜର ଘରର ଦରଜାକୁ ଠିକ୍ ଭାବେ ବନ୍ଦ ରଖନ୍ତୁ । ନଚ଼େତ୍ ଆପଣ କ୍ଷତି ସହି ପାରନ୍ତି । ଘରର ସୁରକ୍ଷା ବିଷୟରେ ଧ୍ୟାନ ଦିଅନ୍ତୁ । ନହେଲେ କ୍ଷତି ସହିବାକୁ ପଡ଼ିପାରେ । ନିଜର ମୂଲ୍ୟବାନ ବସ୍ତୁକୁ ଏଠି ସେଠି ପକାନ୍ତୁ ନାହିଁ ।

ମକର

ଆଜି ଆପଣ ନିଜର ମୂଲ୍ୟବାନ ଜିନିଷକୁ ସାଇତି ରଖନ୍ତୁ ,ନଚ଼େତ୍ ତାହା ହଜିଯିବାର ସମ୍ଭାବନା ଅଛି । ଆଦୌ ଚ଼ିନ୍ତା କରନ୍ତୁ ନାହିଁ । କେବଳ ସତର୍କତା ଅବଲମ୍ବନ କରନ୍ତୁ ।

କୁମ୍ଭ

ଆପଣଙ୍କୁ ହଠାତ୍ ଏକ ହଜିଯାଇଥିବା ବସ୍ତୁ ମିଳିଯିବ । ଏହା କୌଣସି ଉପହାର, କୌଣସି ମୂଲ୍ୟବାନ ବସ୍ତୁ କିମ୍ବା କୌଣସି ମହତ୍ତ୍ୱପୂର୍ଣ୍ଣ ଦଲିଲ୍ ହୋଇପାରେ ।

ମୀନ

ଆଜି ସନ୍ଧ୍ୟାରେ ଆପଣ ନିଜର ମୂଲ୍ୟବାନ , ଜିନିଷ ଚୋରୀ ପାଇଁ ଚିନ୍ତିତ ରହିପାରନ୍ତି । ଯେଉଁଥିପାଇଁ ଆପଣ କିଛି ସୁଚିନ୍ତିତ ପଦକ୍ଷେପ ନେଇ ପାରନ୍ତି । ତେଣୁ ସାବଧାନ ରୁହନ୍ତୁ ।