ମେଷ
ଆଜି ଆପଣଙ୍କ ଜୀବନରେ ଗତିପଥ ସମାନ୍ ନୁହେଁ । ଏମିତି ଲାଗୁଛି ଯେପରି ଆପଣଙ୍କର ଆଖପାଖର ପରିସ୍ଥିତି ଖରାପ ଆଡ଼କୁ ଗତିକରୁଛି । ଆପଣଙ୍କ କାର୍ଯ୍ୟସ୍ଥଳରେ କିଛି ଅଦରକାରୀ ପରିବର୍ତ୍ତନ ହୋଇପାରେ ।
ବୃଷ
ଆଜି ଆପଣ ନିଜ ଉପରେ କାର୍ଯ୍ୟ ବୋଧ ବଢ଼ି ଯାଇଛି ବୋଲି ଅନୁଭବ କରିବେ । ଏହି ଚ଼ିନ୍ତା ଘର ଏବଂ କାର୍ଯ୍ୟ ସହ ସମ୍ବନ୍ଧିତ ହୋଇଥାଇପାରେ । ଆଜି ଆପଣ ଶାନ୍ତ ରହି ନିଜର କାର୍ଯ୍ୟ ସମ୍ପାଦନ କରନ୍ତୁ ।|
ମିଥୁନ
ଲମ୍ବା ସମୟ ଧରି ଅମୀମାଂସିତ ହୋଇରହିଥିବା କୌଣସି ଆଇନଗତ ସମସ୍ୟା ଆଜି ଆପଣଙ୍କ ସପକ୍ଷରେ ଯିବ । ଏ ସମସ୍ୟା ଆପଣଙ୍କୁ ବହୁତ ହଇରାଣ କରୁଥିଲା । ଏବେ ଆପଣଙ୍କ ସବୁ ସମସ୍ୟାର ସମାଧାନ ହୋଇଯିବ ଏବଂ ଜୀବନଧାରା ସ୍ୱାଭାବିକ ରୂପେ ଚ଼ାଲିବ ।|
କର୍କଟ
ସପ୍ତାହରୁ ଚ଼ାଲି ଆସୁଥିବା ଯୁକ୍ତି ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।|
ସିଂହ
ବହୁଦିନର ଲମ୍ବା ପ୍ରତୀକ୍ଷା ପରେ ଆଇନଗତ କେସର ନିଷ୍ପତ୍ତି ଆପଣଙ୍କ ସପକ୍ଷରେ ଯିବ । ଏବେ ଆପଣ ଶାନ୍ତିରେ ନିଶ୍ୱାସ ନେଇ ପାରିବେ । ଆପଣଙ୍କ ଓକିଲଙ୍କ ପରାମର୍ଶ ଏବେ କାମରେ ଲାଗିବ ।|
କନ୍ୟା
ଯଦି ଆପଣ କୌଣସି ଆଇନଗତ କେସ୍ ଲଢ଼ୁଛନ୍ତି ତେବେ ଆପଣଙ୍କ ଜିତିବା ନିଶ୍ଚୟ । କୌଣସି ଜଣେ ଅନୁଭବି ଓକିଲଙ୍କ ପରାମର୍ଶ ନିଅନ୍ତୁ । ଚ଼ିନ୍ତାର କୌଣସି କାରଣ ନାହିଁ, କାହିଁକି ନା ଉଚ୍ଚ ଅଧିକାରୀ ଆପଣଙ୍କ ସପକ୍ଷରେ ରହିବେ ।|
ତୁଳା
ବର୍ତ୍ତମାନ ଉଚ୍ଚପଦସ୍ଥ ଅଧିକାରୀମାନଙ୍କ ସହ କୌଣସି ପ୍ରକାର ମନୋମାଳିନ୍ୟରୁ ଦୂରେଇ ରୁହନ୍ତୁ । ବିଶେଷକରି ଯେତେବେଳେ ଆପଣଙ୍କୁ ତାଙ୍କଠାରୁ କୌଣସି କାମର ସ୍ୱୀକୃତି ଦରକାର ହେଉଛି ।|
ବିଛା
ଜୀବନପ୍ରତି ଆଜି ଆପଣଙ୍କ ଦୃଷ୍ଟିକୋଣ ସମ୍ପୂର୍ଣ ରୂପେ ବଦଳିଯାଇପାରେ । ଆଜି ଆପଣ ବ୍ୟବହାରିକ ଏବଂ ତର୍କସଙ୍ଗତ ତଥ୍ୟପ୍ରତି ନିଜର ଆତ୍ମଜ୍ଞାନ ଅନୁଭବ କରିବେ ।|
ଧନୁ
ଆଜି ଯେମିତିବି ହେଉ ଆପଣ ଆଇନଗତ ସମସ୍ୟାରୁ ମୁକ୍ତି ପାଇଯିବେ । ଆପଣଙ୍କର କୌଣସି କଳିରେ ସମ୍ପୃକ୍ତ ହେବାର ସଙ୍କେତ ଅଛି । ଯଦି ସମ୍ଭବ ହୁଏ ଏହି ଗମ୍ଭୀର ସମସ୍ୟାକୁ ଶାନ୍ତିପୂର୍ବକ ସମାଧାନ କରିବାକୁ ଚ଼େଷ୍ଟା କରନ୍ତୁ ।|
ମକର
ନିଜର ତୀକ୍ଷ୍ଣ ବୁଦ୍ଧି ଯୋଗୁଁ ଆପଣ ଯେ କୌଣସି ସମସ୍ୟାର ସମାଧାନ କରିଦେବେ ଯାହା ବହୁତ ସମୟ ଧରି ଆପଣଙ୍କୁ ହଇରାଣ କରୁଥିଲା । ଆଜି ଆପଣଙ୍କ ବୌଦ୍ଧିକ କ୍ଷମତା ଓ ଯୋଗ୍ୟତା ଚ଼ରମ ସୀମାରେ ଉପନୀତ ହେବ ।|
କୁମ୍ଭ
ଆଜି ମାନସିକ ଶାନ୍ତି ସାରାଦିନ ରହିବ । ଆଜି କୌଣସି କଥାରେ ଆପଣଙ୍କ ଶାନ୍ତି ଭଙ୍ଗ ହେବାକୁ ଦିଅନ୍ତୁ ନାହିଁ । କିଛି ଲୋକ ଆପଣଙ୍କ କ୍ରୋଧକୁ ବଢ଼େଇପାରନ୍ତି ବା ଆପଣଙ୍କୁ ବିପଥଗାମୀ କରିବାକୁ ଚ଼େଷ୍ଟା କରିପାରନ୍ତି ।|
ମୀନ
ପରିଶେଷରେ ଆଜି ଆପଣଙ୍କ ବିଚ଼ାରରେ ସ୍ପଷ୍ଟତା ଆସିବ ଏବଂ କିଛି ଗମ୍ଭୀର ସମସ୍ୟା ବିଷୟରେ ଆପଣ ସ୍ପଷ୍ଟରୂପେ ଚ଼ିନ୍ତା କରିପାରିବେ । ସବୁ ସମସ୍ୟାର ସମାଧାନ ଏବେ ଆପଣଙ୍କୁ ପରିଷ୍କାର ରୂପେ ଦେଖାଯିବ ।|