ଆଜିର ରାଶିଫଳ; ୧୨ ଡିସେମ୍ବର ଗୁରୁବାର ; କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣଙ୍କୁ ନିଜର ବୁଝା ଶୁଣା ଏବଂ ଚ଼ତୁରତାକୁ ପରଖିବାକୁ ହେବ ।କିଛି ଲୋକ ନିଜର ସୀମାକୁ ଲାଙ୍ଘି ଆପଣଙ୍କର ଅସୁବିଧାକୁ ଶିକ୍ଷା କରିବାକୁ ଯାଉଛନ୍ତି । ଆପଣଙ୍କୁ ଶାନ୍ତି ରହିବା ସହିତ ସେମନଙ୍କୁ ରୋକିବାକୁ ଚ଼େଷ୍ଟା କରିବାକୁ ହେବ ।

ବୃଷ

ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।|

ମିଥୁନ

ଆପଣ କେତେକ ପରିସୀମା ପର୍ଯ୍ୟନ୍ତ ଏକ ଭଲ ମନୁଷ୍ୟ ଅଛନ୍ତି କିନ୍ତୁ ଆପଣଙ୍କୁ ଏହି କଥାରେ କୌଣସି ଅନୁମାନ ନାହିଁ କି ଖରାପ ପ୍ରଭାବ ବା ନକାରାତ୍ମକତା କିପରି ଆପଣଙ୍କ ଉପରେ ବୋଝ ହୋଇ ଯାଉଛି ।|

କର୍କଟ

କୌଣସି ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତି ହୁଏତ ଆପଣଙ୍କୁ ଭୂଲ ବୁଝିପାରନ୍ତି । ସାବଧାନ ରୁହନ୍ତୁ ଏବଂ ଠିକ୍ ଭାବରେ ନିଜର କଥା ସେମାନଙ୍କୁ ବୁଝାଇବାକୁ ଚ଼େଷ୍ଟାକରନ୍ତୁ । କଳିକଜିଆରୁ ଭବିଷ୍ୟତରେ ଅସୁବିଧ ହିଁ ହେବ ।|

ସିଂହ

ଆଜି ଆପଣଙ୍କୁ ନିଜର ସମ୍ପ୍ରେକ୍ଷଣ କଳାର ଉପଯୋଗ କରିବାକୁ ହେବ, ଆଜି ଆପଣ ନିଜକୁ ନିଜେ ହୁଏତ ଏକ ଅସୁବିଧା ପରିସ୍ଥିତିରେ ପାଇବେ, ଯାହାକି ଅନ୍ୟଙ୍କ ଦ୍ୱାରା ସୃଷ୍ଟି କରାଯାଇଛି ।|

କନ୍ୟା

ଆପଣତ ସେ କଳିକଜିଆର ଭାଗିଦାର ନୁହଁନ୍ତି କିନ୍ତୁ ସମାଧାନ କରିବା ପାଇଁ ଆପଣଙ୍କୁ ସାକ୍ଷୀ ରୂପରେ ଡ଼କା ଯାଇ ପାରେ, ଆପଣ କାହା ପକ୍ଷରେ ନ ଯାଇ ସତ୍ୟ ସାଙ୍ଗରେ ରହିବେ, ଏଥିରୁ ଆପଣଙ୍କ ସହକର୍ମୀ ଆପଣଙ୍କ ଠାରୁ ବହୁତ ପ୍ରଭାବିତ ହେବେ ।|

ତୁଳା

ବୋଧହୁଏ ଆଜି ଆପଣଙ୍କୁ ଲାଗିପାରେ କି ଆପଣଙ୍କୁ ସମସ୍ତେ ଭୂଲ୍ ବୁଝୁଛନ୍ତି । ମନେ ରଖନ୍ତୁ ଯେ ସବୁବେଳେ ଆମେ ସମସ୍ତଙ୍କୁ ଖୁସୀରେ ରଖି ପାରିବା ନାହିଁ ।|

ବିଛା

ଗୋଟେ ପରେ ଗୋଟେ ସମସ୍ୟାର କାରଣରୁ ଆପଣଙ୍କର ମାନସିକ ଶାନ୍ତି ଭଙ୍ଗ ହୋଇପାରେ । ଏହାର ଉପାୟ ଏହି କି ଆପଣ ଗୋଟେ ଗୋଟେ କରି ସମସ୍ୟା ଗୁଡ଼ିକୁ ସମାଧାନ କରନ୍ତୁ ।|

ଧନୁ

ଆଜି ଆପଣଙ୍କୁ ନିଜ ସାଙ୍ଗମାନଙ୍କ ସୁସମ୍ମାନ ପାଇଁ ଖୁସିମିଳିବା ।କିନ୍ତୁ ସାବଧାନ ରହିବେ ,କାରଣ ଆପଣଙ୍କର ହିଁ କିଛି ସାଙ୍ଗ ଆପଣଙ୍କୁ ଇର୍ଷା କରିପାରନ୍ତି ।ଏଥିପାଇଁ ଆପଣଙ୍କୁ ଟିକେ ସାବଧାନ ରହିବାକୁ ହେବ ।|

ମକର

ଆଜି ଆପଣ ନିଜ କଳାକୁ ଚ଼ିହ୍ନି ପାରିବେ ନିଜର ସବୁ ଦିନିଆ ଦିନଚ଼ର୍ଚ୍ଚାରେ କିଛି ପରିବର୍ତ୍ତନ ଆଣନ୍ତୁ । ଛୋଟ ଛୋଟ କଥାରେବି ଆପଣଙ୍କର ନିଜର ତିକ୍ଷଣ ବୁଦ୍ଧି ପାଇଁ ପ୍ରଶଂସା ମିଳିବ ।|

କୁମ୍ଭ

ଆପଣଙ୍କ ଭିତରେ ରଚ଼ନାତ୍ମକତା ବହୁପରିମାଣରେ ଅଛି, ଆଜିକା ଦିନଟି ଆପଣ ଏହାର ସମ୍ପୂର୍ଣ୍ଣ ବ୍ୟବହାର କରିପାରନ୍ତି । ଆପଣ ବହୁଦିନରୁ କିଛି କହିବାକୁ ଚ଼ାହୁଁଛନ୍ତି କିନ୍ତୁ କହିପାରୁନାହାନ୍ତି ।|

ମୀନ

ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ, ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ ଏବେ ଆପଣ ଏବଂ ଆପଣଙ୍କ ପରିବାର ଲୋକେ ପରସ୍ପରକୁ ସହଜରେ ବୁଝିପାରୁଛନ୍ତି । ନିଜର ଚ଼େଷ୍ଟାକୁ ବଜାୟ ରଖନ୍ତୁ ଏବଂ ଖୁସି ଜୀବନର ମଜା ନିଅନ୍ତୁ ।|