ଆଜିର ରାଶିଫଳ; ୧୦ ମାର୍ଚ୍ଚ ୨୦୨୦ ମଙ୍ଗଳବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣ ନିଜର ସୀମାଠାରୁ ବାହାରକୁ ଆସି କୌଣସି ପ୍ରକାରର ବିପଦ ଉଠାଇବାକୁ ଚ଼ାହିଁବେ । ଆପଣ ନିଜ ଜୀବନରେ ବହୁତ କିଛି ଜିନିଷ ଆଗକୁ ବଢ଼ାଇବାକୁ ଚ଼ାହିଁବେ,ଯେପରିକି ଆପଣଙ୍କର ସମ୍ପର୍କ ଏବଂ ବ୍ୟବସାୟ ଇତ୍ୟାଦି ।

ବୃଷ

ଆପଣଙ୍କ ଦିନ ମଙ୍ଗଳମୟ ହେଉ ଘରବାଲା ହେଉବା ସାଙ୍ଗମାନଙ୍କର ଖରାପ ବ୍ୟବହାର ଠାରୁ ଆପଣଙ୍କୁ ଟିକେ ସତର୍କ ରହିବା ଉଚ଼ିତ୍ । ଏହା ହୁଏତ ଛୋଟ ଛୋଟ କଥା ହୋଇପାରେ କିନ୍ତୁ ଆସନ୍ତା ସମୟରେ ଏହା ଆପଣଙ୍କ ସମ୍ପର୍କରେ ବାଧା ସୃଷ୍ଟି କରିପାରେ ।|

ମିଥୁନ

ଆପଣଙ୍କ ଦିନ ମଙ୍ଗଳମୟ ହେଉ ଆଜି ଆପଣଙ୍କୁ ନିଜର ବିଚ଼ାରକୁ ସ୍ପଷ୍ଟତାରେ ଅଭିବ୍ୟକ୍ତ କରିବା ପାଇଁ ଚ଼େଷ୍ଟା କରିବା ଉଚ଼ିତ୍ । ଆପଣ ବହୁତ ଭଲ ବିଚ଼ାରରେ ଭର୍ତି ଅଛନ୍ତି କିନ୍ତୁ ଏ ବିଚ଼ାର ନିଜର ସହତ୍ତ୍ୱ ହଜାଇ ଦେବେ ଯଦି ଆପଣ ତାକୁ ଠିକ୍ ଭାବରେ ବ୍ୟକ୍ତ ନକରିପାରିବେ ।|

କର୍କଟ

ଆପଣଙ୍କ ଦିନ ମଙ୍ଗଳମୟ ହେଉ ଆଜି ଆପଣ ବହୁତ ପରିସ୍ଥିତି ସାମନାକରି ନିଜ ସାହସକୁ ବଜାୟ ରଖନ୍ତୁ । ବେଳେ ବେଳେ ଆପଣ ଅନ୍ୟମନସ୍କ କିମ୍ବା ଉତ୍ତେଜିତ ହୋଇପାରନ୍ତି । ଆଜି ଆପଣଙ୍କୁ ବୃଦ୍ଧିମତା ସହିତ କାମ କରିବାକୁ ପଡ଼ିବ ।|

ସିଂହ

ଆପଣଙ୍କ ଦିନ ମଙ୍ଗଳମୟ ହେଉ ଆଜି ଆପଣ ନିଜର ଖରାପ ବ୍ୟବହାରକୁ ଛାଡ଼ି ଭଲ ବ୍ୟବହାରକୁ ସ୍ୱୀକାର କରିବା ଉଚ଼ିତ୍ । ଆଜି ଆପଣ ନିଜ ସମ୍ପର୍କ ଉପରେ ମଧ୍ୟ ନଜର ରଖିବେ ଏବଂ ତାଙ୍କୁ ଆହୁରୀ ଉଚ୍ଚାରେ ପହଁଞ୍ଚାଇବାକୁ ଭାବିବେ । ଆଜିର ଦିନ ଆତ୍ମବିଶ୍ୱାସତାର ଦିନ ଅଟେ ।|

କନ୍ୟା

ଆପଣଙ୍କ ଦିନ ମଙ୍ଗଳମୟ ହେଉ ଆଜି ଆପଣଙ୍କୁ ନିଜର ସମ୍ପ୍ରେକ୍ଷଣ କଳାର ଉପଯୋଗ କରିବାକୁ ହେବ, ଆଜି ଆପଣ ନିଜକୁ ନିଜେ ହୁଏତ ଏକ ଅସୁବିଧା ପରିସ୍ଥିତିରେ ପାଇବେ, ଯାହାକି ଅନ୍ୟଙ୍କ ଦ୍ୱାରା ସୃଷ୍ଟି କରାଯାଇଛି ।|

ତୁଳା

ଆପଣଙ୍କ ଦିନ ମଙ୍ଗଳମୟ ହେଉ ଆଜି ଆପଣଙ୍କୁ ଏମିତି ଗୋଟିଏ ଜ୍ଞାନ ପ୍ରାପ୍ତି କରିବାର ଅବସର ମିଳିବ ଯେଉଁଥିରେ କି ଆପଣଙ୍କୁ ଲାଭ ହେବ । ଏହି ଜ୍ଞାନ ଆପଣଙ୍କୁ କୌଣସି ବ୍ୟକ୍ତି କିମ୍ବା ପୁସ୍ତକରୁ ପ୍ରାପ୍ତ ହୋଇପାରେ ।|

ବିଛା

ଆପଣଙ୍କ ଦିନ ମଙ୍ଗଳମୟ ହେଉ କୌଣସି ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତି ହୁଏତ ଆପଣଙ୍କୁ ଭୂଲ ବୁଝିପାରନ୍ତି । ସାବଧାନ ରୁହନ୍ତୁ ଏବଂ ଠିକ୍ ଭାବରେ ନିଜର କଥା ସେମାନଙ୍କୁ ବୁଝାଇବାକୁ ଚ଼େଷ୍ଟାକରନ୍ତୁ । କଳିକଜିଆରୁ ଭବିଷ୍ୟତରେ ଅସୁବିଧ ହିଁ ହେବ ।|

ଧନୁ

ଆପଣଙ୍କ ଦିନ ମଙ୍ଗଳମୟ ହେଉ ପ୍ରେରଣା ହିଁ ଆଜି ଆପଣଙ୍କର ମୂଳ ମନ୍ତ୍ର ଅଟେ । ଆଜି ଆପଣ ନିଜକୁ ସେହି କାମଟି କରିବା କୁ ପ୍ରସ୍ତୁତ କରନ୍ତୁ ଯାହାକୁ ଅନ୍ୟମାନେ ଅସମ୍ଭବ ବୋଲି ମାନନ୍ତି ।|

ମକର

ଆପଣଙ୍କ ଦିନ ମଙ୍ଗଳମୟ ହେଉ ଆଜି ଆପଣଙ୍କୁ ନିଜର ପାଖାପଖି କିଛି ଲୋକଙ୍କ ଠାରୁ ସାବଧାନ ରହିବା ଆବଶ୍ୟକ ଅଟେ ,କାରଣ ସେମାନେ ଆପଣଙ୍କ ପ୍ରତିଇର୍ଷାଭାବ ରଖନ୍ତି । ଏଭଳି କଲେ ସବୁ କିଛି ଠିକ୍ ରହିବ ।|

କୁମ୍ଭ

ଆପଣଙ୍କ ଦିନ ମଙ୍ଗଳମୟ ହେଉ ଆପଣ କେତେକ ପରିସୀମା ପର୍ଯ୍ୟନ୍ତ ଏକ ଭଲ ମନୁଷ୍ୟ ଅଛନ୍ତି କିନ୍ତୁ ଆପଣଙ୍କୁ ଏହି କଥାରେ କୌଣସି ଅନୁମାନ ନାହିଁ କି ଖରାପ ପ୍ରଭାବ ବା ନକାରାତ୍ମକତା କିପରି ଆପଣଙ୍କ ଉପରେ ବୋଝ ହୋଇ ଯାଉଛି ।|

ମୀନ

ଆପଣଙ୍କ ଦିନ ମଙ୍ଗଳମୟ ହେଉ ଆଜି ଆପଣଙ୍କୁ ନିଜର ସାଙ୍ଗମାନଙ୍କ ମଧ୍ୟରେ ଥିବା ସମ୍ପର୍କକୁ ଦେଖିବା ଆବଶ୍ୟକ ଅଟେ । ହୁଏତ ଆପଣଙ୍କ ମଧ୍ୟରେ ଇର୍ଷା ସୃଷ୍ଟି ହେଉଛି ଯାହାକି ଆଗକୁ ଯାଇ କ୍ଷତିକାରକ ହୋଇପାରେ ।|