ଆଜିର ରାଶିଫଳ; ୧୧ ଫ୍ରେବୁଆରି ୨୦୨୦ ମଙ୍ଗଳବାର ; କେମିତି କଟିବ ଆଜିର ଦିନ

ମେଷ

ଆପଣଙ୍କ ପରିବାର ଲୋକଙ୍କ ପାଇଁ ଆଜି ଆପଣ ଖୁସି ଓ ଗର୍ବ ଅନୁଭବ କରିବେ । ଆଜି ଆପଣଙ୍କୁ କୌଣସି ପରିବାର ଲୋକଙ୍କ ସହିତ ଜଡ଼ିତ ଶୁଭ ସମାଚ଼ାର ଆପଣଙ୍କୁ ବହୁତ ଖୁସି ଦେବ । ନିଜ ପରିବାର ଲୋକଙ୍କ ସହିତ ସେମାନଙ୍କ ଖୁସିରେ ଆପଣ ସାମିଲ ହୁଅନ୍ତୁ ।

ବୃଷ

ଆଜି ଆପଣଙ୍କର ଘର ଉପରେ ଖୁସି ବିଛାଇ ହୋଇଥିବ । ଏହି ଅବସରର ଲାଭ ଉଠାଇବା ସହିତ ଆପଣ ସେହି ଲୋକଙ୍କ ସହିତ ମିସିପାରିବେ ଯାହାକୁ ଆପଣ ଅଧିକ ସମୟ ଧରି ମିସି ନଥିବେ । ଆଜି ଆପଣ ସବୁ ଅସୁବିଧାକୁ ଗୋଟିଏ ଆଡକୁ ରଖି ନିଅନ୍ତୁ ।

ମିଥୁନ

astroyogi.com (ଅସ୍ତ୍ରୟୋଗୀ) ଆପଣଙ୍କ ଭିତରେ ରଚ଼ନାତ୍ମକତା ବହୁପରିମାଣରେ ଅଛି, ଆଜିକା ଦିନଟି ଆପଣ ଏହାର ସମ୍ପୂର୍ଣ୍ଣ ବ୍ୟବହାର କରିପାରନ୍ତି । ଆପଣ ବହୁଦିନରୁ କିଛି କହିବାକୁ ଚ଼ାହୁଁଛନ୍ତି କିନ୍ତୁ କରିପାରୁନାହାନ୍ତି । ଆଜିକା ଦିନଟିକୁ ବ୍ୟବହାର କରି ଆପଣ ନିଜର ରଚ଼ନାତ୍ମକତାକୁ ଅଭିବ୍ୟକ୍ତ କରି ପାରନ୍ତି ।

କର୍କଟ

କାର୍ଯ୍ୟ କୁଶଳତାର ଗୁଣ ଆପଣଙ୍କ ଭିତରେ ବହୁପରିମାଣରେ ଅଛି ଯାହା ଏହିଦିନ ଆହୁରୀ ଅଧିକ ବଢ଼ି ଯିବ । ଆପଣ ସକାରାତ୍ମକ ଏବଂ ରଚ଼ନାତ୍ମକ ଉର୍ଜାରେ ଅଛନ୍ତି । ଏଥିପାଇଁ ଆପଣ ସହଜରେ ସମସ୍ୟାର ସମାଧାନ ଖୋଜି ବାହାର କରିପାରିବେ ।

ସିଂହ

ଆଜି ଆପଣ ନିଜର ଘରବାଲା ଓ ସାଂଗ ମାନଙ୍କ ସହିତ ମଜା ନେବେ ,ଯେଉଁଥିରେ ଆପଣଙ୍କ ଘର ଉପରେ ଖୁସିରେ ବାତାବରଣ ବାଗେଇ ହୋଇ ରହିବ । ଅଧିକ ସମୟ ଧରି ଘରେ ଚାଲିଥିବା କଳିକଜିଆରୁ ଆପଣଙ୍କୁ ମୁକ୍ତି ମିଳିଯିବ ।

କନ୍ୟା

ଘରେ କିଛି ସମୟରୁ ଚାଲୁଥିବା ସମସ୍ୟା ଗୁଡିକ ସମାପ୍ତ ହୋଇଯିବ । ଶାନ୍ତି ବାଗେଇ ରଖିବା ଚେଷ୍ଟା ଏବେ ରଂଗ ଆଣି ଘରେ ବଦଳୁ ଥିବା ଏହି ଶାନ୍ତି ପୂର୍ଣ୍ଣ ବାତା ବରଣ ପାଇଁ ଆପଣଙ୍କୁ ଈଶ୍ୱରଙ୍କୁ ଧନ୍ୟବାଦ କରିବା ଉଚିତ ।

ତୁଳା

ଶିକ୍ଷାକ୍ଷେତ୍ରରେ ଆଜି ଆପଣଙ୍କୁ ସଫଳତା ମିଳିବ । ଯଦି ଆପଣ ଜଣେ ଛାତ୍ର ତାହେଲେ ଆଜି ପଢ଼ା କ୍ଷେତ୍ରରେ ଆପଣ ଆଗରେ ରହିବେ । ଆପଣଙ୍କୁ କୌଣସି ନୂଆ ଜାଗାରେ କିମ୍ବା ନୂଆ ପ୍ରଣାଳୀରେ ପଢ଼ିବା ପାଇଁ ସୁଯୋଗ ମିଳିପାରେ ।

ବିଛା

ଏହି ସମୟଟି ଘର ପ୍ରତି ଧ୍ୟାନ ଦେବାର ଅଛି । ନିଜର ଆଖପାଖକୁ ଦେଖନ୍ତୁ ଏବଂ ଭାବନ୍ତୁ ଆପଣ କିପରିଭାବେ ନିଜ ବାତାବରଣକୁ ସୁନ୍ଦର କରିପାରିବେ । ନିଜ ଘରକୁ ସୁନ୍ଦର କଲେ ଆପଣଙ୍କୁ ବି ସତେଜ ଅନୁଭବ ହେବ ।

ଧନୁ

ଆଜି ଆପଣଙ୍କୁ ଏମିତି ଗୋଟିଏ ଜ୍ଞାନ ପ୍ରାପ୍ତି କରିବାର ଅବସର ମିଳିବ ଯେଉଁଥିରେ କି ଆପଣଙ୍କୁ ଲାଭ ହେବ । ଏହି ଜ୍ଞାନ ଆପଣଙ୍କୁ କୌଣସି ବ୍ୟକ୍ତି କିମ୍ବା ପୁସ୍ତକରୁ ପ୍ରାପ୍ତ ହୋଇପାରେ ।

ମକର

ଆଜି ଆପଣ ନିଜ ଘରର ସାଜସଜ୍ଜାକୁ ଗୋଟିଏ ନୂଆରୂପ ଦେବାକୁ ଚ଼ାହିଁବେ । ଏଥିରୁ ଆପଣ ନିଜ ଜୀବନରେ ମଧ୍ୟ ନୂଆ ଭାବନା ଅନୁଭବ କରିବେ, ଘରେ କରାଯାଇଥିବା ଏହି ପରିବର୍ତ୍ତନ ଆପଣଙ୍କର ନିଜ ଭିତରେ ଥିବା ପରିବର୍ତ୍ତନ କୁ ହିଁ ଦର୍ଶାଇବ ।

କୁମ୍ଭ

ଆଜି ଆପଣ ଜାଣିପାରିବେ ଆପଣଙ୍କ ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ବନ୍ଧୁମାନେ ସବୁବେଳେ ଆଗଭର ଅଟନ୍ତି । ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।

ମୀନ

ଆପଣଙ୍କ ପରିବାର ଲୋକଙ୍କ ସାଙ୍ଗରେ ଆପଣଙ୍କ ସମ୍ପର୍କ ବହୁତ ମଧୁର ଅଟେ । ନିଜର ସମ୍ପର୍କ ମଧୁର କରିବା ପାଇଁ ଆପଣ ବହୁତ ଚ଼େଷ୍ଟା କରିଛନ୍ତି, ଚ଼େଷ୍ଟା ଜାରି ରଖନ୍ତୁ ।