ଆଜିର ରାଶିଫଳ; ୧୧ ଡିସେମ୍ବର ବୁଧୁବାର ; କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣ ନିଜର ଅଟକି ଥିବା କାମ ଗୁଡ଼ିକୁ ପୂରା କରିବା ପାଇଁ ଚ଼େଷ୍ଟା କରନ୍ତୁ । ଆଜି ଆପଣ ଭଲ ପରିଣାମ ଉପରେ ଧ୍ୟାନ ଦେବେ । ଆଜି ଆପଣ ପୂରା ଜୋରସୋରରେ ନିଜ କାମ ଆରମ୍ଭ କରନ୍ତୁ ।

ବୃଷ

ଆଜି ଆପଣଙ୍କୁ ଏହା ଜାଣି ବହୁତ ଖରାପ ଅନୁଭବ ହେବଯେ ଯାହାକୁ ଆପଣ ନିଜ ସାଙ୍ଗ ଭାବୁଛନ୍ତି ସେ ଆପଣଙ୍କ ପିଠି ପଛରେ ଆପଣଙ୍କର ଖରାପ କରୁଛନ୍ତି ।|

ମିଥୁନ

ବୋଧହୁଏ ଆଜି ଆପଣଙ୍କୁ ନିଜ ଆଖପାଖ ଲୋକଙ୍କ ପାଇଁ ନିରାଶ ହେବାକୁ ପଡ଼େ । ହୁଏତ ଏହାର କାରଣ ଆପଣଙ୍କୁ ତାଙ୍କଠାରୁ ଅଧିକ ଆଶା ରଖିବାକୁ ପଡ଼ିବ । ଏହାହିଁ ସତ୍ୟ ଯେ ଆମକୁ କାହାଠାରୁ ଅଧିକ ଆଶା ନ ରଖିବା ଉଚ଼ିତ୍ ।|

କର୍କଟ

ଆଜି ଆପଣ ନିଜର ଖରାପ ବ୍ୟବହାରକୁ ଛାଡ଼ି ଭଲ ବ୍ୟବହାରକୁ ସ୍ୱୀକାର କରିବା ଉଚ଼ିତ୍ । ଆଜି ଆପଣ ନିଜ ସମ୍ପର୍କ ଉପରେ ମଧ୍ୟ ନଜର ରଖିବେ ଏବଂ ତାଙ୍କୁ ଆହୁରୀ ଉଚ୍ଚାରେ ପହଁଞ୍ଚାଇବାକୁ ଭାବିବେ । ଆଜିର ଦିନ ଆତ୍ମବିଶ୍ୱାସତାର ଦିନ ଅଟେ ।|

ସିଂହ

ଆଜି ପାଇଁ ଆପଣଙ୍କର ମୂଳମନ୍ତ୍ର ଅଟେ ବିଶ୍ୱାସ, ଆପଣଙ୍କୁ ଏହା ଜାଣିବାକୁ ଉଚ଼ିତ୍ ଯେ ନିଜର ହିଁ ପ୍ରିୟଜନ ଯେକି ଆପଣଙ୍କୁ ଭଲ ପାଆନ୍ତି, ତଥାପି ବିଶ୍ୱାସ କରିବାରେ କୁଣ୍ଠିତ ଅନୁଭବ କରୁଛନ୍ତି କାହିଁକି ?|

କନ୍ୟା

ଆଜି ଆପଣଙ୍କୁ ନିଜର ବିଚ଼ାରକୁ ସ୍ପଷ୍ଟତାରେ ଅଭିବ୍ୟକ୍ତ କରିବା ପାଇଁ ଚ଼େଷ୍ଟା କରିବା ଉଚ଼ିତ୍ । ଆପଣ ବହୁତ ଭଲ ବିଚ଼ାରରେ ଭର୍ତି ଅଛନ୍ତି କିନ୍ତୁ ଏ ବିଚ଼ାର ନିଜର ସହତ୍ତ୍ୱ ହଜାଇ ଦେବେ ଯଦି ଆପଣ ତାକୁ ଠିକ୍ ଭାବରେ ବ୍ୟକ୍ତ ନକରିପାରିବେ ।|

ତୁଳା

ଆଜି ଆପଣଙ୍କୁ ଏଇଟା ଶିଖିବା ଆବଶ୍ୟକ ଅଟେ କି ଆପଣ ଅନ୍ୟମାନଙ୍କ ସାମନାରେ ନିଜକୁ କିପରି ଭଲ ଭାବରେ ଅଭିବ୍ୟକ୍ତ କରିବାକୁ ପଡ଼ିବ କାରଣ ଅନ୍ୟ ଲୋକ ସେଇଟା ବୁଝିବେ ଯେଉଁଟାକି ଆପଣ ତାଙ୍କୁ ବୁଝାଇବା କୁ ଚ଼ାହୁଁଛନ୍ତି ।|

ବିଛା

ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।|

ଧନୁ

ଆଜି ଆପଣଙ୍କୁ ନିଜର ପାଖାପଖି କିଛି ଲୋକଙ୍କ ଠାରୁ ସାବଧାନ ରହିବା ଆବଶ୍ୟକ ଅଟେ ,କାରଣ ସେମାନେ ଆପଣଙ୍କ ପ୍ରତିଇର୍ଷାଭାବ ରଖନ୍ତି । ଏଭଳି କଲେ ସବୁ କିଛି ଠିକ୍ ରହିବ ।|

ମକର

ଘରବାଲା ହେଉବା ସାଙ୍ଗମାନଙ୍କର ଖରାପ ବ୍ୟବହାର ଠାରୁ ଆପଣଙ୍କୁ ଟିକେ ସତର୍କ ରହିବା ଉଚ଼ିତ୍ । ଏହା ହୁଏତ ଛୋଟ ଛୋଟ କଥା ହୋଇପାରେ କିନ୍ତୁ ଆସନ୍ତା ସମୟରେ ଏହା ଆପଣଙ୍କ ସମ୍ପର୍କରେ ବାଧା ସୃଷ୍ଟି କରିପାରେ ।|

କୁମ୍ଭ

ଆଜି ଆପଣଙ୍କୁ ନିଜର ସାଙ୍ଗମାନଙ୍କ ମଧ୍ୟରେ ଥିବା ସମ୍ପର୍କକୁ ଦେଖିବା ଆବଶ୍ୟକ ଅଟେ । ହୁଏତ ଆପଣଙ୍କ ମଧ୍ୟରେ ଇର୍ଷା ସୃଷ୍ଟି ହେଉଛି ଯାହାକି ଆଗକୁ ଯାଇ କ୍ଷତିକାରକ ହୋଇପାରେ ।|

ମୀନ

ଆଜି ଆପଣ ନିଜ ମନକୁ ପ୍ରାର୍ଥନା ଓ ଧ୍ୟାନରେ ଲଗାନ୍ତୁ ଓ ନିଜ ଭିତରେ ଶାନ୍ତି ଖୋଜିବାର ଚେଷ୍ଟା କରନ୍ତୁ । ଆପଣ ନିଜ ଅନ୍ତରାତ୍ମାର ରାସ୍ତାରେ ଚାଲିବାକୁ ଚାହାନ୍ତି ।|