ଆଜିର ରାଶିଫଳ; ୧୩ ଡିସେମ୍ବର ଶୁକ୍ରବାର ; କେମିତି କଟିବ ଆଜିର ଦିନ

ମେଷ

ପ୍ରେରଣା ହିଁ ଆଜି ଆପଣଙ୍କର ମୂଳ ମନ୍ତ୍ର ଅଟେ । ଆଜି ଆପଣ ନିଜକୁ ସେହି କାମଟି କରିବା କୁ ପ୍ରସ୍ତୁତ କରନ୍ତୁ ଯାହାକୁ ଅନ୍ୟମାନେ ଅସମ୍ଭବ ବୋଲି ମାନନ୍ତି ।

ବୃଷ

ଆପଣଙ୍କ ଭିତରେ ରଚ଼ନାତ୍ମକତା ବହୁପରିମାଣରେ ଅଛି, ଆଜିକା ଦିନଟି ଆପଣ ଏହାର ସମ୍ପୂର୍ଣ୍ଣ ବ୍ୟବହାର କରିପାରନ୍ତି । ଆପଣ ବହୁଦିନରୁ କିଛି କହିବାକୁ ଚ଼ାହୁଁଛନ୍ତି କିନ୍ତୁ କରିପାରୁନାହାନ୍ତି । ଆଜିକା ଦିନଟିକୁ ବ୍ୟବହାର କରି ଆପଣ ନିଜର ରଚ଼ନାତ୍ମକତାକୁ ଅଭିବ୍ୟକ୍ତ କରି ପାରନ୍ତି ।

ମିଥୁନ

କାର୍ଯ୍ୟ କୁଶଳତାର ଗୁଣ ଆପଣଙ୍କ ଭିତରେ ବହୁପରିମାଣରେ ଅଛି ଯାହା ଏହିଦିନ ଆହୁରୀ ଅଧିକ ବଢ଼ି ଯିବ । ଆପଣ ସକାରାତ୍ମକ ଏବଂ ରଚ଼ନାତ୍ମକ ଉର୍ଜାରେ ଅଛନ୍ତି । ଏଥିପାଇଁ ଆପଣ ସହଜରେ ସମସ୍ୟାର ସମାଧାନ ଖୋଜି ବାହାର କରିପାରିବେ ।

କର୍କଟ

କିଛି ସମୟରୁ ଆପଣଙ୍କ ଘରେ ଛୋଟଛୋଟ କଥାକୁ ନେଇ ଝଗଡା ସୃଷ୍ଟି ହେଉଛି । କିନ୍ତୁ ଆଜି ଆପଣ ଏହି ଝଗଡାକୁ ସମାପ୍ତ କରି ହିଁ ଦିଅନ୍ତୁ । ଆଜି ଆପଣ ନିଜର ଚେଷ୍ଟାରେ ଏହି କାର୍ଯ୍ୟଟି କରି ହିଁ ନିଅନ୍ତୁ ।

ସିଂହ

ଏହି ସମୟଟି ଘର ପ୍ରତି ଧ୍ୟାନ ଦେବାର ଅଛି । ନିଜର ଆଖପାଖକୁ ଦେଖନ୍ତୁ ଏବଂ ଭାବନ୍ତୁ ଆପଣ କିପରିଭାବେ ନିଜ ବାତାବରଣକୁ ସୁନ୍ଦର କରିପାରିବେ । ନିଜ ଘରକୁ ସୁନ୍ଦର କଲେ ଆପଣଙ୍କୁ ବି ସତେଜ ଅନୁଭବ ହେବ ।

କନ୍ୟା

ଆଜି ଆପଣ ନିଜ ଘରୋଇ ଜୀବନ ପ୍ରତି ସନ୍ତୁଷ୍ଟ ରହିବେ । ବହୁତ ସମୟରୁ ଆପଣ ନିଜର ଘରୋଇ ଜୀବନ ବିଷୟରେ ଭାବୁ ନଥିଲେ । କେତେ ସମୟ ବିତିଗଲା ଯୋଉଁଥିପାଇଁ ଆପଣ ଏହା ଅନୁଭବ କରିପାରିବେ ନାହିଁ ଯେ ଆପଣଙ୍କର ଘରୋଇ ଜୀବନଟି କେତେ ମହତ୍ତ୍ୱପୂର୍ଣ୍ଣ ।

ତୁଳା

ଆଜି ଆପଣଙ୍କୁ ନିଜ ଘରେ ପୂର୍ଣ୍ଣ ଦିନ ବିତାଇଲେ ଆଜି ଆପଣ ନିଜ ପରିବାରର ସୁନ୍ଦରତାକୁ ଚିହ୍ନି ପାରିବେ । ତାଙ୍କ ଦ୍ୱାରା ମିଲିଥିବା ସହଯୋଗ ଆପଣଙ୍କ ମନକୁ ସ୍ପର୍ଶ କରିବ ।

ବିଛା

ଘରେ କିଛି ସମୟରୁ ଚାଲୁଥିବା ସମସ୍ୟା ଗୁଡିକ ସମାପ୍ତ ହୋଇଯିବ । ଶାନ୍ତି ବାଗେଇ ରଖିବା ଚେଷ୍ଟା ଏବେ ରଂଗ ଆଣି ଘରେ ବଦଳୁ ଥିବା ଏହି ଶାନ୍ତି ପୂର୍ଣ୍ଣ ବାତା ବରଣ ପାଇଁ ଆପଣଙ୍କୁ ଈଶ୍ୱରଙ୍କୁ ଧନ୍ୟବାଦ କରିବା ଉଚିତ ।

ଧନୁ

ଆଜି ଆପଣ ନିଜ ଘରେ ଆନନ୍ଦପୂର୍ଣ୍ଣ ଦିନ ବିତାଇବେ । ଖୁସି ପାଇଁ ଏହା ଜରୁରୀ ନୁହେଁ ଯେ ଆପଣ କୌଣସି ପ୍ରକାର ବାହାରେ ହିଁ ପଇସା ଖର୍ଚ୍ଚ କରି ଆନନ୍ଦ ଉଠାଇବେ ବେଳେ । ବେଳେ ଛୋଟ ଛୋଟ ଜିନିଷ ବି ଜୀବନରେ ବହୁତ ଖୁସି ଦିଏ ।

ମକର

ଆଜି ଆପଣଙ୍କ ଘରେ ଶାନ୍ତିର ବାତାବରଣ ରହିବ, ନିଜର ଘରୋଇ ଜୀବନକୁ ବଦଳାଇବାରେ ବହୁତ ବଡ଼ ଯୋଗଦାନ ଦେଇଛନ୍ତି । ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ ।

କୁମ୍ଭ

ଆଜି ଆପଣଙ୍କ ଘରେ ସୁଖ ଶାନ୍ତିର ବାତାବରଣ ହୋଇପାରିଛି ।ନିଜ ପରିବାର ସାଂଗରେ କଟାଉଥିବା ସମୟର ପରିପୂର୍ଣ୍ଣ ଆନନ୍ଦ ନିଅ । ଆପଣ ବିଦେଶୀ କଥା ହେବେ ଏବଂ ପରସ୍ପର ଭିତରେ ମଜା କରିବେ ।ଆପଣ ଛୋଟ ଛୋଟ ଖୁସି ନିଜ ପରିବାରର ଲୋକଙ୍କ ସହିତ ବାଣ୍ଟିବେ ।

ମୀନ

ଯଦି ଆପଣଙ୍କ ଘରେ ସୁଖଶାନ୍ତି ରହିବେ, ଏହି ସମୟ ଆପଣଙ୍କ ଓ ଆପଣଙ୍କ ର ପରିବାର ବର୍ଗଙ୍କ ପାଇଁ ବହୁତ ମହତ୍ତ୍ୱପୂର୍ଣ୍ଣ ହେବ । ଆପଣମାନେ ପରସ୍ପର ମଧ୍ୟରେ ଭଲ ସମୟ କଟାଇପାରିବେ ।