ଆଜିର ରାଶିଫଳ; ୧୭ ନଭେମ୍ବର ରବିବାର; କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣଙ୍କ ନିଜ ବନ୍ଧୁମାନଙ୍କ ମଧ୍ୟରେ ଥିବା ସମ୍ପର୍କ ଖୁସି ଆଣିଦେବ ।କୌଣସି ଭୁଲ ବୁଝାମଣା ଠିକ କରିବା ପାଇଁ ଚେଷ୍ଟା କରନ୍ତୁ । ଆଜି ସଫଳତା ହାସଲ କରିବେ । ଏହି ସମୟ ପୁରୁଣା ସ୍ମୃତିକୁ ମନେପକେଇବାର ସମୟ ଅଟେ ।

ବୃଷ

ଆଜି ଆପଣ ହଠାତ୍ କୌଣସି ପୁରୁଣା ବନ୍ଧୁଙ୍କ ସହିତ ଭେଟ ହେବ ଯାହାଦ୍ୱାରା ଆପଣ ବହୁତ ଖୁସି ହେବେ । ଆଜି ଆପଣ ପୁରୁଣା ବନ୍ଧୁଙ୍କ ସହିତ ପୁରୁଣା ସ୍ମୃତି ସବୁମନେ ପକାଇପାରନ୍ତି ।|

ମିଥୁନ

ଯଦି ଆପଣଙ୍କୁ କୌଣସି ସାହାଯ୍ୟର ଆବଶ୍ୟକତା ଥାଏ ତାହେଲେ ନିଜ ଲୋକଙ୍କ ଠାରୁ ସାହାଯ୍ୟ ମାଗିବାରେ ଆପଣ ପଛଘୁଞ୍ଚା କରନ୍ତୁ ନାହିଁ । ଯେତେ ସହଜରେ ଆପଣ ସାହାଯ୍ୟ କରନ୍ତି ସେତିକି ସେମାନେ ମଧ୍ୟ ଆପଣଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିବେ ।|

କର୍କଟ

ଆପଣଙ୍କ ନିଜ ପୁରୁଣା ବନ୍ଧୁ ଫେରି ପାରନ୍ତି କିନ୍ତୁ ସେଥିପାଇଁ ଆପଣଙ୍କୁ ପ୍ରଥମ ପାଦ ବଢାଇବାକୁ ପଡିବ । ଆପଣଙ୍କୁ ଏହି ରାଗିଥିବା ବନ୍ଧୁ ପାଖକୁ ଖବର ପଠାଇବା ପାଇଁ ଆପଣଙ୍କୁ ଆପଣଙ୍କର ମନ ଏବଂ ମସ୍ତିସ୍କ ଦ୍ୱାରା ସାହାଯ୍ୟ ମିଳିବ ।|

ସିଂହ

ଆପଣଙ୍କୁ ନିଜ ପରିବାରର କୌଣସି ସଦସ୍ୟ କିମ୍ବା ବନ୍ଧୁ ନିରାଶ କରିପାରେ ଏବଂ ଆପଣଙ୍କ ଆଗରେ କୌଣସି ସମସ୍ୟା ମଧ୍ୟ ସୃଷ୍ଟି ହୋଇପାରେ । ଆପଣଙ୍କର ରାଗି କରି କଥା ହେବା ବଦଳରେ ଭଲହେବ ଯଦି ଆପଣ ତାଙ୍କୁ ସ୍ନେହରେ ବୁଝାଇବେ ।|

କନ୍ୟା

ନିକଟ ସମ୍ପର୍କିୟ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ଏବଂ ଆପଣ ଖୁସିରେ ମଧ୍ୟ ରହିବେ । ନିଜ ସମ୍ପର୍କକୁ ଦୃଢ କରିବା ପାଇଁ ଆପଣ ବହୁତ ଚେଷ୍ଟା କରିଛନ୍ତି ଏବଂ ଏହି ଚେଷ୍ଟା ଆପଣଙ୍କର ଫଳବତି ମଧ୍ୟ ହୋଇଛି ।|

ତୁଳା

ଭଲ ବନ୍ଧୁ ଆପଣଙ୍କୁ ଠିକ ଉତ୍ତର ଦେବ । ନିଜର ଜୀବନ ସୈଳି ପରିବର୍ତ୍ତନ ପାଇଁ ବନ୍ଧୁ ମାନଙ୍କର ସହିତ ଆଲୋଚନା କରନ୍ତୁ ଏବଂ ସେମାନଙ୍କ ଠାରୁ ସକାରତ୍ମକ ଉତ୍ତର ନିଅନ୍ତୁ ।|

ବିଛା

ଆଜି ଆପଣଙ୍କର ନୂଆ ପରିଚୟ ଦ୍ୱାରା ନୂଆ ବନ୍ଧୁ କରିବେ ।ଭଲ ହେବ ଯଦି ଆପଣ ଏହି ଦିଗରେ ପ୍ରଥମେ ପାଦ ବଢାଇବେ ଏବଂ କଥା ଆରମ୍ଭ କରିବେ ।|

ଧନୁ

ଆଜିର ଦିନ ନୂଆ ବନ୍ଧୁ କରିବାର ଦିନ ଅଟେ । ସେମାନଙ୍କ ଅନୁଷ୍ଠାନରେ ଭାଗ ନିଅନ୍ତୁ ଏବଂ ନୂଆ ବନ୍ଧୁ ସୃଷ୍ଟି କରନ୍ତୁ । ଆପଣ କିଛି ନୂଆ ବନ୍ଧୁ କରି ପାରିବେ । କାହାକୁ ବା ଜଣା ଆପଣଙ୍କ ପାଇଁ କୌଣସି ନୂଆ ସୁଯୋଗର ଦ୍ୱାର ଖୋଲି ପାରେ ।|

ମକର

ଆଜିର ଦିନଟି ବନ୍ଧୁମାନଙ୍କ ସହିତ ମଜା କଟାଇବାର ଦିନ ଅଟେ ଆପଣ ନିଜର ସବୁ ଅସୁବିଧା ଭୁଲି ଖୁସିରେ ଦିନଟି କଟାନ୍ତୁ । ଆଜି ଆପଣଙ୍କ ନିଜର ସବୁ ବିଚାରକୁ ଖୋଲି କରି ପ୍ରକାସ କରିପାରନ୍ତି ।|

କୁମ୍ଭ

ଆଜି ଆପଣଙ୍କୁ ଆପଣଙ୍କର କୌଣସି ନିକଟର ବନ୍ଧୁଙ୍କ ଠାରୁ ଉପହାର ମିଳିପାରେ । ଏମିତି କୌଣସି ବସ୍ତୁ ଆପଣଙ୍କୁ ମିଳିପାରେ ଯାହା ଆପଣ କିଣିବାକୁ ଚାହୁଁ ନଥିବେ । ଏହି ଉପହାର ପାଇଁ ଆପଣ ବନ୍ଧୁଙ୍କୁ ଧନ୍ୟବାଦ ଦିଅନ୍ତୁ ।|

ମୀନ

ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।|