ଆଜିର ରାଶିଫଳ; ୨୩ ଜାନୁଆରୀ ୨୦୨୦ ଗୁରୁବାର ; କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣ ନୁଆ ମଉକାର ଫାଇଦା ଉଠାଇବା ପାଇଁ ପ୍ରସ୍ତୁତ ରୁହନ୍ତ| ଚାକିରୀରେ ଆପଣଙ୍କ ସହ କାମ କରୁଥିବା ଲୋକଙ୍କ ସହ ଭଲ ବ୍ୟବହାର କରିବା ପାଇଁ ଚେଷ୍ଟା କରନ୍ତୁ | ଖାଦ୍ୟ ପାନ୍ୟ ଉପରେ ଆଜି ଆପଣ ଟିକେ ନିଅନ୍ତ୍ରଣ ରଖନ୍ତୁ | କୌଣସି ସାଜି ବ୍ୟବସାୟରେ ପୁଞ୍ଜି ନିବେଶ କରିବାରୁ ବଞ୍ଚନ୍ତୁ କାରଣ ଭାଗିଦାରୀ ଲୋକ ଆପଣଙ୍କୁ ଠକି ପାରନ୍ତି | ଆଜି ମୁଣ୍ଡରେ ଚନ୍ଦନ ନିଶ୍ଚୟ ଲଗାନ୍ତୁ |

ବୃଷ

ଆଜି କରିଥିବା କୌଣସି ନିବେଶ ଆପଣଙ୍କୁ ଭବିଷ୍ୟତରେ ଲାଭ ଦେଇପାରେ | ଆଜି ଆପଣ ସବୁ କଠିନ ପରିସ୍ଥିତିର ସାମ୍ନାକରି ଆଗକୁ ବଢି ଚାଲିବେ | ଘର ଲାକଙ୍କ ଭିତରେ କଳିଝଗଡ଼ା ଦେଖା ଦେଇପାରେ ଆପଣ ଏଥିରୁ ନିଜକୁ ଦୁରେଇ ରଖନ୍ତୁ | ପଇସା ନେବା-ଦେବା କାରବାରରୁ ଆଜି ଦୁରେଇ ରୁହନ୍ତୁ | ମନରେ ପ୍ରେମ ଜନିତ କିଛି ଟେନସନ ଆସିପାରେ |

ମିଥୁନ

ଆଜି ଆପଣ ନିଜର କ୍ରୋଧ ଉପରେ କଣ୍ଟ୍ରୋଲ ରଖନ୍ତୁ | ଧ୍ୟାନ ରଖନ୍ତୁ କୌଣସି ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ଆଉ କାହା ଉପରେ ନିର୍ଭର କରନ୍ତୁ ନାହିଁ । ଏହି କାମ ନିଜେ କରନ୍ତୁ ,ଅନ୍ୟଥା ପରିଣାମ ନିରାଶରେ ପରିଣତ ହେବ ।|

କର୍କଟ

ଆଜି ଆତ୍ମନିର୍ଭରତାକୁ ମୂଳ ମନ୍ତ୍ର କରିଚ଼ାଲନ୍ତୁ । ଘର କଥା ହେଉ ଅଥବା ବନ୍ଧୁଙ୍କ ବିଷୟରେ ,ଏବିଷୟରେ ଆପଣ ନିଷ୍ପତ୍ତି ନେବା ଉଚ଼ିତ୍ ହେବ । ଏଥିପାଇଁ ଆପଣ ନିଷ୍ପତ୍ତି ନେବା ପାଇଁ ନିଜର ମନର କଥା ନିଶ୍ଚୟ ଶୁଣନ୍ତୁ ।|

ସିଂହ

ଖରାପ ସମୟରେ ଆଜି ଆପଣ ଗତିକରିବେ କିନ୍ତୁ ବ୍ୟସ୍ତ ହୁଅନ୍ତୁ ନାହିଁ । ଆପଣଙ୍କର ବିଜୟ ସୁନିଶ୍ଚିତ । ଆଜି ଯେତେ ସମସ୍ୟା ଆସିଲେ ସୁଧା ଆପଣ ସବୁ ସମସ୍ୟାର ସମାଧାନ ପାଇଁ ପ୍ରସ୍ତୁତ ଅଛନ୍ତି ।|

କନ୍ୟା

ଏହିସମୟରେ ଆପଣଙ୍କୁ କିଛି ବଦଳାଇବାକୁ ପଡ଼ିବ ଯାହା ପାଇଁ ଆପଣ କିଛି ଚ଼ିନ୍ତାରେ ରହିବେ, କିନ୍ତୁ ମନେରଖନ୍ତୁ ଏହି ପରିବର୍ତ୍ତନ ଆପଣଙ୍କ ପାଇଁ କିଛି ନୂଆ ସୁଯୋଗ ଆଣିଦେବ ଏବଂ ଆପଣଙ୍କର ଚ଼ିନ୍ତାଧାରାକୁ ବଢ଼ାଇବାରେ ସହାୟକ ହେବ ।|

ତୁଳା

ଆଜି ଆପଣ ନିତିଦିନ କାର୍ଯ୍ୟକ୍ରମରେ କିଛି ନୂତନତା ଆଣିବାକୁ ଚ଼େଷ୍ଟା କରିବେ । ଆପଣ ସେହି କାର୍ଯ୍ୟ କରନ୍ତୁ ଯାହା ଆପଣଙ୍କର ବହୁତ ଦିନରୁ କରିବାର ଇଚ୍ଛାଥିଲା ।|

ବିଛା

ଧନୁ

ଆଜିର ଦିନ ଆତ୍ମନିର୍ଭରତାର ଦିନ ଅଟେ । ମନେରଖନ୍ତୁ ନିଜର ସବୁ ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟ ନିଜେ ସମାପନ କରନ୍ତୁ । ଯଦି ଏହି କାର୍ଯ୍ୟ ପାଇଁ ଆପଣ ଆଉ କାହା ଉପରେ ନିର୍ଭର କରିବେ ତାହାହେଲେ ଆପଣ ନିରାଶ ହେବେ ।|

ମକର

ଆଜି ଆପଣ କୌଣସି ସ୍ୱାର୍ଥ ନଥିଲେ ସହାୟତା କରନ୍ତୁ । ଏଥିରୁ ଆପଣଙ୍କୁ ଖୁସି ମିଳିବ । ଆଜି ଆପଣଙ୍କ ପାଇଁ ସମ୍ପର୍କର ମହତ୍ତ୍ୱ ବହୁତ ଗୁରୁତ୍ତ୍ୱପୂର୍ଣ୍ଣ ହେବ । ନିଜ ପ୍ରିୟଜନମାନଙ୍କ ସହିତ ସମୟ କଟାଇଲେ ଆପଣଙ୍କୁ ବହୁତ ଖୁସି ଲାଗିବ ।|

କୁମ୍ଭ

ଆଜି ଆପଣଙ୍କର ବହୁଦିନର ସମସ୍ୟାର ସମାଧାନ ହୋଇଯିବ । ଏହି ସମସ୍ୟା ବହୁଦିନ ପର୍ଯ୍ୟନ୍ତ ଲାଗି ରହିବାର କାରଣ ଏହି ସମସ୍ୟା ସହିତ ଜଡ଼ିତ ବ୍ୟକ୍ତି ମାନଙ୍କର ଚ଼ିନ୍ତା ଧାରାରେ ଏକତା ନ ରହିବା, ଯାହା ହେଉ ଆପଣ ମଜ୍ଜା କରିପାରନ୍ତି ।|

ମୀନ

ଆଜି ଆପଣ କାହା ଉପରେ ନିର୍ଭର କରୁଛନ୍ତି । ଆପଣ ସମସ୍ତଙ୍କୁ ବିଶ୍ୱାସ ବହୁତ ଶିଘ୍ର କରିନିଅନ୍ତି ।ଏହି ଅଭ୍ୟାସକୁ ଆପଣ ପରିବର୍ତ୍ତନ କରନ୍ତୁ ନହେଲେ ଏହି ଅଭ୍ୟାସ ପାଇଁ ଆପଣ ପଛରେ ହଇରାଣରେ ପଡ଼ିବେ ।|