ମେଷ
ଆଜି ଆପଣଙ୍କ ଘରକୁ ବିଦେଶରୁ ଅତିଥି ଆସିବାର ସମ୍ଭାବନା ରହିଛି । ଏହା ଦ୍ୱାରା ଆପଣଙ୍କ ଘରେ ଆନନ୍ଦର ପରିବେଶ ରହିବ । ଯଦି ଆପଣ କାର୍ଯ୍ୟରେ ବ୍ୟସ୍ତ ରୁହନ୍ତି ତଥାପି ସମୟ ବାହାରକରି ସେମାନଙ୍କ ସହ ଆନନ୍ଦିତ ହୁଅନ୍ତୁ ।
ବୃଷ
ଲମ୍ବା ସମୟ ଧରି ଅମୀମାଂସିତ ହୋଇରହିଥିବା କୌଣସି ଆଇନଗତ ସମସ୍ୟା ଆଜି ଆପଣଙ୍କ ସପକ୍ଷରେ ଯିବ । ଏ ସମସ୍ୟା ଆପଣଙ୍କୁ ବହୁତ ହଇରାଣ କରୁଥିଲା । ଏବେ ଆପଣଙ୍କ ସବୁ ସମସ୍ୟାର ସମାଧାନ ହୋଇଯିବ ଏବଂ ଜୀବନଧାରା ସ୍ୱାଭାବିକ ରୂପେ ଚ଼ାଲିବ ।|
ମିଥୁନ
ଯଦି ଆପଣଙ୍କ ବନ୍ଧୁ କିମ୍ବା ଆତ୍ମୀୟସଜ୍ଜନ ବିଦେଶରୁ ଆସୁଥାନ୍ତି ,ତେବେ ବୋଧହୁଏ ସେ ଆଜି ଆପଣଙ୍କ ଘରକୁ ଆପଣଙ୍କୁ ଭେଟିବା ପାଇଁ ଆସିବେ । ସେଥିପାଇଁ ନିଜ ଘରକୁ ସଫାସୁତୁରା କରନ୍ତୁ ।|
କର୍କଟ
ଆଜି ଆପଣ ନିଜ କାର୍ଯ୍ୟସ୍ଥଳରେ ବହୁତ ପରିଶ୍ରମ କରିବେ ଏବଂ ଆପଣଙ୍କୁ ନିଜ ଉପଲବ୍ଧି ଉପରେ ଗର୍ବ ହେବ । କିନ୍ତୁ ଆଜି ଆପଣ ନିଜ ପରିବାର ସହିତ କିଛି ସମୟ ଅତିବାହିତ କରିବା ଜରୁରୀ ।|
ସିଂହ
ସପ୍ତାହରୁ ଚ଼ାଲି ଆସୁଥିବା ଯୁକ୍ତି ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।|
କନ୍ୟା
ଆଜି ଆପଣଙ୍କ ଘରେ ଖୁସିର ପରିବେଶ ରହିବେ । ଆଜି ଆପଣ ଏବଂ ଆପଣଙ୍କ ଘରଲୋକେ ମଉଜ ମଜଲିସରେ ମଜ୍ଜି ରହିବେ । ବିଦେଶରୁ ମଧ୍ୟ ଆପଣଙ୍କ ଆତ୍ମୀୟ ସଜ୍ଜନ ଆସି ପାରନ୍ତି । ତାଙ୍କୁ ସ୍ୱାଗତ କରିବା ପାଇଁ ପ୍ରସ୍ତୁତ ରୁହନ୍ତୁ ।|
ତୁଳା
ଆଜି ଆପଣ ନିଜ ଘରେ ସୁଖଶାନ୍ତିରେ ଆଶା କରି ପାରନ୍ତି । ଆଜି ଆପଣଙ୍କ ଘରେ ଅତିଥି ମାନଙ୍କର ବହୁତ ଭଲଭାବେ ଚ଼ର୍ଚ୍ଚାହେବ ଏବଂ ଆପଣ ସେମାନଙ୍କ ସହ ଭଲ ସମୟ ଅତିବାହିତ କରିବେ । ଏହିଭଳି ସାମାଜିକ ସମାରୋହରେ ଭାଗ ନିଅନ୍ତୁ ।|
ବିଛା
ଆଜି ଆପଣଙ୍କ ଘରୋଇ ଜୀବନରେ କିଛି ଉତଥାନ ପତ୍ତନ ହେବାର ଅଛି । କିନ୍ତୁ ଆଦୌ ବ୍ୟସ୍ତ ହୁଅନ୍ତୁ ନାହିଁ । ଯାହା ହେବ ଭଲ ହେବ । ଘରକୁ ଅତିଥି ଆସିବେ ଏବଂ ଖୁସି ବଢ଼ିବ ।|
ଧନୁ
ଆଜି ଆପଣଙ୍କ ଜୀବନରେ ଗତିପଥ ସମାନ୍ ନୁହେଁ । ଏମିତି ଲାଗୁଛି ଯେପରି ଆପଣଙ୍କର ଆଖପାଖର ପରିସ୍ଥିତି ଖରାପ ଆଡ଼କୁ ଗତିକରୁଛି । ଆପଣଙ୍କ କାର୍ଯ୍ୟସ୍ଥଳରେ କିଛି ଅଦରକାରୀ ପରିବର୍ତ୍ତନ ହୋଇପାରେ ।|
ମକର
ଅଦାଲତ ସମ୍ବନ୍ଧୀୟ ସମସ୍ୟାର ଫଳାଫଳ ଆପଣଙ୍କ ସପକ୍ଷରେ ହୋଇପାରେ । ସୌଭାଗ୍ୟ ହେତୁ ଉଚ୍ଚ ଅଧିକାରୀ ଆଜି ଆପଣଙ୍କ ସପକ୍ଷରେ ରହିବେ ,ଯାହା ଫଳରେ ଆପଣଙ୍କୁ ବହୁତ ଲାଭ ହେବ ।|
କୁମ୍ଭ
ଆଜି ଆପଣ ଘର ଏବଂ କାର୍ଯ୍ୟରେ ବୋଝ ଅନୁଭବ କରିବେ । ବହୁତ ଲୋକ ଆପଣଙ୍କୁ ଉପଦେଶ ମାଗିବେ । ଆପଣ ସାଧୁତା ଆବଲମ୍ବନ କରି ଉପଦେଶ ଦିଅନ୍ତୁ ଏବଂ ଯେଉଁ କାର୍ଯ୍ୟ କରୁଛନ୍ତି ତାର ପୁରା ଦାୟିତ୍ତ୍ୱ ନିଅନ୍ତୁ ।|
ମୀନ
ଏହି ସମୟରେ ନିଜର ଲୋକମାନଙ୍କ ସହିତ ମଜା କରନ୍ତୁ ,କିନ୍ତୁ ଏହାସହ ନିଜ କାର୍ଯ୍ୟକୁ ମଧ୍ୟ ଠିକ୍ ସମୟରେ ସାରିବା ପାଇଁ ଚ଼େଷ୍ଟା କରନ୍ତୁ । ଘର ଏବଂ ବାହାରର କାର୍ଯ୍ୟ ମଧ୍ୟରେ ସନ୍ତୁଳନ ରକ୍ଷା ଆଜି ଆପଣଙ୍କର ମୂଳମନ୍ତ୍ର ହେବା ଉଚ଼ିତ୍ ।|